1 ଶାମୁୟେଲ 23:14 - ପବିତ୍ର ବାଇବଲ14 ଦାଉଦ ମରୁଭୂମିକୁ ଗଲେ ଏବଂ ସେଠାରେ ଏକ ସୁରକ୍ଷିତ ସ୍ଥାନ ଭିତରେ ବାସ କଲେ। ସେ ମଧ୍ୟ ସୀଫର ପାର୍ବତ୍ୟମୟ ଦେଶରେ ବାସ କଲେ, ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, କିନ୍ତୁ ସଦାପ୍ରଭୁ ଦାଉଦଙ୍କୁ ଶାଉଲଙ୍କ ହାତରେ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ଵେଷଣ କଲେ, ମାତ୍ର ପରମେଶ୍ଵର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ । Viz kapitolaଓଡିଆ ବାଇବେଲ14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ। Viz kapitola |