1 ଶାମୁୟେଲ 23:17 - ପବିତ୍ର ବାଇବଲ17 ଯୋନାଥନ ଦାଉଦଙ୍କୁ କହିଲେ, “ଭୟ କର ନାହିଁ। ମୋର ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇସ୍ରାଏଲର ରାଜା ହେବ। ଏବଂ ମୁଁ ତୁମ୍ଭର ଦ୍ୱିତୀୟ ହେବି। ଏହା ମଧ୍ୟ ମୋର ବାପା ଶାଉଲ ଜାଣନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ଵିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି। Viz kapitolaଓଡିଆ ବାଇବେଲ17 ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।” Viz kapitola |