1 ଶାମୁୟେଲ 23:24 - ପବିତ୍ର ବାଇବଲ24 ତେଣୁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫକୁ ଗଲେ। ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ମାୟୋନ୍, ତାହା ଯେଶିମନର ଦକ୍ଷିଣରେ ଆରବ ନିକଟରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ। Viz kapitolaଓଡିଆ ବାଇବେଲ24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ। Viz kapitola |