1 ଶାମୁୟେଲ 23:27 - ପବିତ୍ର ବାଇବଲ27 ଏହି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ, କାରଣ ପଲେଷ୍ଟୀୟମାନେ ଆମ୍ଭର ଦେଶକୁ ଆକ୍ରମଣ କଲେଣି।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି। Viz kapitolaଓଡିଆ ବାଇବେଲ27 ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।” Viz kapitola |