1 ଶାମୁୟେଲ 23:9 - ପବିତ୍ର ବାଇବଲ9 ଦାଉଦ ଜାଣି ପାରିଲେ ଶାଉଲ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିୟାଥରକୁ କହିଲେ, “ଏଠାକୁ ଏଫୋଦ ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ। Viz kapitolaଓଡିଆ ବାଇବେଲ9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।” Viz kapitola |