1 ଶାମୁୟେଲ 24:12 - ପବିତ୍ର ବାଇବଲ12 ସଦାପ୍ରଭୁ ମୋର ଓ ତୁମ୍ଭ ଭିତରେ ବିଗ୍ଭର କରନ୍ତୁ ଓ ତୁମ୍ଭେ ମୋ'ଠାରେ କରିଥିବା ଭୁଲ୍ ଯୋଗୁଁ ସଦାପ୍ରଭୁ ତା'ର ଦଣ୍ତ ଦିଅନ୍ତୁ। କିନ୍ତୁ ମୁଁ ତୁମ୍ଭ ସହିତ ଯୁଦ୍ଧ କରିବି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Viz kapitolaଓଡିଆ ବାଇବେଲ12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Viz kapitola |