1 ଶାମୁୟେଲ 24:13 - ପବିତ୍ର ବାଇବଲ13 ପୁରୁଣା କଥା ଅଛି, ‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’ “ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Viz kapitolaଓଡିଆ ବାଇବେଲ13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Viz kapitola |