1 ଶାମୁୟେଲ 24:14 - ପବିତ୍ର ବାଇବଲ14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଛନ୍ତି? ତୁମ୍ଭେ କାହା ପଛରେ ଗୋଡ଼ଉଛ? ଗୋଟିଏ ମଲା କୁକୁର ପଛରେ, ଗୋଟିଏ ଡାଆଂଶ ପଛରେ ତୁମ୍ଭେ ଗୋଡ଼ଉଛ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ପଶୁ ପଛରେ। Viz kapitolaଓଡିଆ ବାଇବେଲ14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି ? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି ? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ। Viz kapitola |