1 ଶାମୁୟେଲ 24:15 - ପବିତ୍ର ବାଇବଲ15 ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ। Viz kapitolaଓଡିଆ ବାଇବେଲ15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ। Viz kapitola |