1 ଶାମୁୟେଲ 24:17 - ପବିତ୍ର ବାଇବଲ17 ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋʼଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ। Viz kapitolaଓଡିଆ ବାଇବେଲ17 ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ। Viz kapitola |