1 ଶାମୁୟେଲ 24:4 - ପବିତ୍ର ବାଇବଲ4 ଦାଉଦଙ୍କର ଲୋକମାନେ କହିଲେ, “ସଦାପ୍ରଭୁ ଯେଉଁ ଦିନ ବିଷୟରେ କହିଥିଲେ, ‘ଆଜି ହେଉଛି ସେହି ବିଶେଷ ଦିନ। ସଦାପ୍ରଭୁ ତୁମ୍ଭଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁକୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା'ର ପ୍ରତି କର।’” ତା'ପରେ ଦାଉଦ ଗୁରୁଣ୍ଡି ଗୁରୁଣ୍ଡି ଶାଉଲଙ୍କ ପାଖକୁ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକୁ କାଟି ଦେଲେ। କିନ୍ତୁ ଶାଉଲ ଦାଉଦଙ୍କୁ ଦେଖି ପାରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ। ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ। Viz kapitolaଓଡିଆ ବାଇବେଲ4 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ। ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ। Viz kapitola |