1 ଶାମୁୟେଲ 24:7 - ପବିତ୍ର ବାଇବଲ7 ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ। Viz kapitolaଓଡିଆ ବାଇବେଲ7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Viz kapitola |