1 ଶାମୁୟେଲ 25:13 - ପବିତ୍ର ବାଇବଲ13 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜ ନିଜର ଖଡ଼୍ଗ ବାନ୍ଧ,” ତେଣୁ ସେମାନେ ନିଜ ନିଜର ଖଡ଼୍ଗ ବାନ୍ଧିଲେ, ଦାଉଦ ମଧ୍ୟ ନିଜର ଖଡ଼୍ଗ ବାନ୍ଧିଲେ, ଦାଉଦଙ୍କ ସହିତ 400 ଲୋକ ଗଲେ ଓ 200 ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ଼୍ଗ ବାନ୍ଧ। ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ଼୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ଼୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitolaଓଡିଆ ବାଇବେଲ13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ। ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ।” ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitola |