Online Bible

- Reklamy -




1 ଶାମୁୟେଲ 25:15 - ପବିତ୍ର ବାଇବଲ

15 ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ଆମ୍ଭେମାନେ କ୍ଷେତ୍ରରେ ମେଣ୍ଢାଙ୍କୁ ନେଇ ଥିବା ସମୟରେ ଦାଉଦଙ୍କର ଲୋକମାନେ ଆମ ସହିତ ଥିଲେ। ସେମାନେ ଆମର କିଛି ନେଇ ନାହାନ୍ତି କି ଆମର କିଛି କ୍ଷତି କରି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

15 ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।

Viz kapitola kopírovat




1 ଶାମୁୟେଲ 25:15

Následuj nás:

Reklamy


Reklamy