1 ଶାମୁୟେଲ 25:17 - ପବିତ୍ର ବାଇବଲ17 ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା'ର ମନ ପରିବର୍ତ୍ତନ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ପାପାଧନ ସନ୍ତାନ ଯେ, ତାଙ୍କୁ କେହି କିଛି କହି ନ ପାରେ। Viz kapitolaଓଡିଆ ବାଇବେଲ17 ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।” Viz kapitola |