Online Bible

- Reklamy -




1 ଶାମୁୟେଲ 25:18 - ପବିତ୍ର ବାଇବଲ

18 ଅବୀଗଲ ଶୀଘ୍ର 200 ରୋଟୀ, ଦୁଇ କୁମ୍ଫା ଦ୍ରାକ୍ଷାରସ ଓ ପାଞ୍ଚୋଟି ମେଷର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ୟ ଓ 100 ପେଣ୍ଡା ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନେଇ ଗଧମାନଙ୍କ ପିଠିରେ ଲଦିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୋଟୀ ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।

Viz kapitola kopírovat

ଓଡିଆ ବାଇବେଲ

18 ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।

Viz kapitola kopírovat




1 ଶାମୁୟେଲ 25:18

Následuj nás:

Reklamy


Reklamy