1 ଶାମୁୟେଲ 25:19 - ପବିତ୍ର ବାଇବଲ19 ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, “ମୋ’ ଆଗେ ଆଗେ ଗ୍ଭଲ, ଦେଖ, ମୁଁ ତୁମ୍ଭ ପଛେ ପଛେ ଯାଉଛି।” କିନ୍ତୁ ସେ ତା'ର ସ୍ୱାମୀକୁ ଏ କଥା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି। ମାତ୍ର ସେ ଆପଣା ସ୍ଵାମୀ ନାବଲକୁ ଏହା ଜଣାଇଲା ନାହିଁ। Viz kapitolaଓଡିଆ ବାଇବେଲ19 ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି। ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ। Viz kapitola |