1 ଶାମୁୟେଲ 25:2 - ପବିତ୍ର ବାଇବଲ2 ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ମାୟୋନସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Viz kapitolaଓଡିଆ ବାଇବେଲ2 ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Viz kapitola |