1 ଶାମୁୟେଲ 25:24 - ପବିତ୍ର ବାଇବଲ24 ଅବୀଗଲ ଦାଉଦଙ୍କ ଚରଣରେ ପଡ଼ି କହିଲା, “ହେ ମୋର ପ୍ରଭୁ, ମୋର କଥା ଟିକେ ଶୁଣନ୍ତୁ। ଯାହାସବୁ ଘଟିଗଲା, ସେଥିରେ ମୋତେ ଦୋଷ ଦିଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ। Viz kapitolaଓଡିଆ ବାଇବେଲ24 ପୁଣି, ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୁ, ମୋ’ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ। Viz kapitola |