1 ଶାମୁୟେଲ 25:26 - ପବିତ୍ର ବାଇବଲ26 ହେ ମୋର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ଯାଏ ତୁମ୍ଭର ଶତ୍ରୁମାନେ ଯେଉଁମାନେ ତୁମ୍ଭର କ୍ଷତି କରିବା ପାଇଁ ଗ୍ଭହାନ୍ତି, ସେମାନେ ନାବଲ ପରି ହୁଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ଵେଷଣକାରୀମାନେ ନାବଲ ପରି ହେଉନ୍ତୁ। Viz kapitolaଓଡିଆ ବାଇବେଲ26 ହେ ମୋହର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ। Viz kapitola |