Online Bible

- Reklamy -




1 ଶାମୁୟେଲ 25:29 - ପବିତ୍ର ବାଇବଲ

29 ଯଦି ଜଣେ ବ୍ୟକ୍ତି ତୁମ୍ଭକୁ ତାଡ଼ନା କରିବାକୁ ଓ ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀ ଖୋଲରୁ ପଥର ଫିଙ୍ଗି ଦେଲାପରି ଫିଙ୍ଗି ଦେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିରୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।

Viz kapitola kopírovat

ଓଡିଆ ବାଇବେଲ

29 ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।

Viz kapitola kopírovat




1 ଶାମୁୟେଲ 25:29

Následuj nás:

Reklamy


Reklamy