1 ଶାମୁୟେଲ 25:34 - ପବିତ୍ର ବାଇବଲ34 ସଦାପ୍ରଭୁ ମୋତେ ତୁମ୍ଭକୁ ଆଘାତ କରିବାରୁ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେପର୍ଯ୍ୟନ୍ତ ଅଛନ୍ତି, ଯଦି ତୁମ୍ଭେ ମୋତେ ସାକ୍ଷାତ କରିବା ପାଇଁ ଶୀଘ୍ର ଆସି ନ ଥା’ନ୍ତ, ପ୍ରତ୍ୟୁଷ ବେଳକୁ ନାବଲ ପରିବାର କେହି ଜଣେ ପୁରୁଷ ଜୀବିତ ରହି ନ ଥା’ନ୍ତା।” Viz kapitolaପବିତ୍ର ବାଇବଲ (Re-edited) - (BSI)34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାʼନ୍ତା। Viz kapitolaଓଡିଆ ବାଇବେଲ34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।” Viz kapitola |