1 ଶାମୁୟେଲ 25:35 - ପବିତ୍ର ବାଇବଲ35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାକୁ କହିଲେ, “ଭଲରେ ତୁମ୍ଭେ ଘରକୁ ଯାଅ, ଦେଖ, ମୁଁ ତୁମ୍ଭ କଥା ଶୁଣିଲି ଓ ତୁମ୍ଭକୁ ଗ୍ରହଣ କଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି। Viz kapitolaଓଡିଆ ବାଇବେଲ35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, “କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।” Viz kapitola |