Online Bible

- Reklamy -

1 ଶାମୁୟେଲ 25:39 - ପବିତ୍ର ବାଇବଲ

39 ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା'ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି। ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।

Viz kapitola kopírovat

1 ଶାମୁୟେଲ 25:39

Následuj nás:

Reklamy

Reklamy