1 ଶାମୁୟେଲ 26:1 - ପବିତ୍ର ବାଇବଲ1 ସୀଫୀୟରୁ ଲୋକମାନେ ଗିବିୟାକୁ ଶାଉଲଙ୍କୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, “ଦାଉଦ ଯେଶିମନର ହଖୀଲା ପର୍ବତରେ ଆପଣାକୁ ଲୁଗ୍ଭଇ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ’ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।” Viz kapitola |