1 ଶାମୁୟେଲ 26:11 - ପବିତ୍ର ବାଇବଲ11 କିନ୍ତୁ ମୁଁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମୋତେ ତାଙ୍କଦ୍ୱାରା ବଛା ଯାଇଥିବା ରାଜାଙ୍କୁ ଆଘାତ କରିବାକୁ ନ ଦିଅନ୍ତୁ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ତା'ପରେ ଆମ୍ଭେମାନେ ଯିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା। Viz kapitolaଓଡିଆ ବାଇବେଲ11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।” Viz kapitola |