Online Bible

- Reklamy -




1 ଶାମୁୟେଲ 26:15 - ପବିତ୍ର ବାଇବଲ

15 ଦାଉଦ ଅ‌‌ବ୍‌‌ନରକୁ କହିଲେ, “ତୁମ୍ଭେ କ’ଣ ଜଣେ ପୁରୁଷ ନୁହଁ? ତୁମ୍ଭେ ଇସ୍ରାଏଲରେ ଅନ୍ୟମାନଙ୍କ ଅପେକ୍ଷା ଭଲ। ତେବେ ତୁମ୍ଭେ କାହିଁକି ନିଜର ପ୍ରଭୁ ରାଜାଙ୍କୁ ଜଗିଲ ନାହିଁ? ତୁମ୍ଭର ପ୍ରଭୁ ରାଜାଙ୍କୁ ମାରିବା ପାଇଁ ଜଣେ ସାଧାରଣ ଲୋକ ଛାଉଣିକୁ ଆସିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ଦାଉଦ ଅବ୍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କିହେତୁ ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।

Viz kapitola kopírovat

ଓଡିଆ ବାଇବେଲ

15 ଏଥିରେ ଦାଉଦ ଅବ୍‍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି ? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ଦାଉଦ ଅବ୍‍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।

Viz kapitola kopírovat




1 ଶାମୁୟେଲ 26:15

Následuj nás:

Reklamy


Reklamy