1 ଶାମୁୟେଲ 26:19 - ପବିତ୍ର ବାଇବଲ19 ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’ Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର। Viz kapitolaଓଡିଆ ବାଇବେଲ19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’ Viz kapitola |