1 ଶାମୁୟେଲ 26:24 - ପବିତ୍ର ବାଇବଲ24 ଆଜି ମୁଁ ଦେଖାଇ ଦେଲି ଯେ ମୋର ଦୃଷ୍ଟିରେ ତୁମ୍ଭର ପ୍ରାଣ ମହାନ, ସେହିପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋର ପ୍ରାଣ ମହତ୍ତ୍ୱପୂର୍ଣ୍ଣ ବୋଲି ସେ ଦେଖାଇ ଦେବେ। ସଦାପ୍ରଭୁ ମୋତେ ସମସ୍ତ ଦୁଃଖରୁ ଉଦ୍ଧାର କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ। Viz kapitolaଓଡିଆ ବାଇବେଲ24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।” Viz kapitola |