Online Bible

- Reklamy -




1 ଶାମୁୟେଲ 26:7 - ପବିତ୍ର ବାଇବଲ

7 ଯେତେବେଳେ ରାତ୍ରି ଥିଲା ଦାଉଦ ଓ ଅବୀଶୟ ଶାଉଲଙ୍କ ଛାଉଣିକୁ ଗଲେ। ଶାଉଲ ଛାଉଣି ମଧ୍ୟ ଭାଗରେ ଶୋଇଥିଲା। ତାଙ୍କର ବର୍ଚ୍ଛା ତାଙ୍କର ମସ୍ତକ ପାଖରେ ଭୂମିରେ ମରା ହୋଇଅଛି। ଅ‌‌ବ୍‌‌ନର ଓ ଅନ୍ୟ ସୈନିକମାନେ ମଧ୍ୟ ନିଦରେ ଶୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

7 ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।

Viz kapitola kopírovat




1 ଶାମୁୟେଲ 26:7

Následuj nás:

Reklamy


Reklamy