1 ଶାମୁୟେଲ 27:3 - ପବିତ୍ର ବାଇବଲ3 ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ। Viz kapitolaଓଡିଆ ବାଇବେଲ3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ। Viz kapitola |