1 ଶାମୁୟେଲ 27:4 - ପବିତ୍ର ବାଇବଲ4 ଲୋକମାନେ ଶାଉଲଙ୍କୁ କହିଲେ, ଦାଉଦ ଗାଥ୍କୁ ପଳାଇ ଅଛି। ଏ କଥା ଜାଣିବା ପରେ ସେ ଆଉ ତାଙ୍କର ଅନ୍ୱେଷଣ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ଵେଷଣ କଲେ ନାହିଁ। Viz kapitolaଓଡିଆ ବାଇବେଲ4 ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ। Viz kapitola |