Online Bible

- Reklamy -




1 ଶାମୁୟେଲ 27:5 - ପବିତ୍ର ବାଇବଲ

5 ଦାଉଦ ଆଖୀ‌ଶ୍‌‌କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ଖୁସୀ ତେବେ ମୋତେ ତୁମ୍ଭ ସହରରେ ଏକ ସ୍ଥାନ ଦିଅ। ମୁଁ କେବଳ ତୁମ୍ଭର ଦାସ ଓ ମୁଁ ସେଠାରେ ବାସ କରିବି, କିନ୍ତୁ ତୁମ୍ଭ ସହିତ ଏ ରାଜକୀୟ ସହରରେ ନୁହଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?

Viz kapitola kopírovat

ଓଡିଆ ବାଇବେଲ

5 ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”

Viz kapitola kopírovat




1 ଶାମୁୟେଲ 27:5

Následuj nás:

Reklamy


Reklamy