1 ଶାମୁୟେଲ 27:6 - ପବିତ୍ର ବାଇବଲ6 ସେହି ଦିନ ଆଖୀଶ୍ ଦାଉଦଙ୍କୁ ସିକ୍ଳଗ୍ ନଗର ଦେଲା ଏବଂ ସିକ୍ଳଗ୍ ନଗର ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି। Viz kapitolaଓଡିଆ ବାଇବେଲ6 ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଲଗ୍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଲଗ୍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି। Viz kapitola |