1 ଶାମୁୟେଲ 27:8 - ପବିତ୍ର ବାଇବଲ8 ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀୟ, ଅମାଲେକୀୟ ଓ ଗିଷରୀୟ ଲୋକମାନଙ୍କୁ ଆକ୍ରମଣ କରୁଥା’ନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ଯ୍ୟନ୍ତ ଯେଉଁ ଦେଶ, ସେଥି ମଧ୍ୟରୁ ପୂର୍ବକାଳରେ ସେଠାରେ ସେ ଲୋକମାନେ ବାସ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ। Viz kapitolaଓଡିଆ ବାଇବେଲ8 ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ। Viz kapitola |