1 ଶାମୁୟେଲ 28:11 - ପବିତ୍ର ବାଇବଲ11 ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।” ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି? ସେ କହିଲେ, ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ। Viz kapitolaଓଡିଆ ବାଇବେଲ11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି ? ସେ କହିଲେ, ମୋ’ କତିକି ଶାମୁୟେଲଙ୍କୁ ଉଠାଇ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।” Viz kapitola |