Online Bible

- Reklamy -




1 ଶାମୁୟେଲ 28:14 - ପବିତ୍ର ବାଇବଲ

14 ଶାଉଲ ତାଙ୍କୁ ପଗ୍ଭରିଲେ, “ସେ କିପରି ଦେଖିବାକୁ!” ସେ ସ୍ତ୍ରୀଲୋକ ଜଣକ ଉତ୍ତର ଦେଲା, “ସେ ଜଣେ ବୃଦ୍ଧଙ୍କ ପରି ଦେଖା ଯାଉଛି ଓ ସେ ରାଜକୀୟ ପୋଷାକ ପିନ୍ଧିଛନ୍ତି।” ତେଣୁ ଶାଉଲ ଜାଣିଲେ ଏ ହେଉଛନ୍ତି ଶାମୁୟେଲ, ତେଣୁ ସେ ଶାମୁୟେଲଙ୍କୁ ଭୂମିଷ୍ଟ ପ୍ରଣାମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

14 ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର ? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat




1 ଶାମୁୟେଲ 28:14

Následuj nás:

Reklamy


Reklamy