1 ଶାମୁୟେଲ 28:2 - ପବିତ୍ର ବାଇବଲ2 ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କ’ଣ କରିବ ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ଠିକ୍ ଅଛି, ମୁଁ ତୁମ୍ଭକୁ ଜୀବନସାରା ମୋର ଦେହରକ୍ଷୀ ସ୍ୱରୂପେ ନିଯୁକ୍ତ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି। Viz kapitolaଓଡିଆ ବାଇବେଲ2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।” Viz kapitola |