1 ଶାମୁୟେଲ 28:23 - ପବିତ୍ର ବାଇବଲ23 କିନ୍ତୁ ସେ କହିଲେ, ଶାଉଲ ମନା କଲେ, “ମୁଁ କିଛି ଖାଇବି ନାହିଁ।” ଶାଉଲର ଦାସମାନେ ଓ ସେହି ସ୍ତ୍ରୀଲୋକଟି ସହ ମିଶି ତାଙ୍କୁ କିଛି ଖାଇବା ପାଇଁ ପ୍ରସ୍ତୁତ କଲେ। ଶେଷରେ ଶାଉଲ ସେମାନଙ୍କର କଥା ରକ୍ଷା କଲେ ଓ ଭୂମିରୁ ଉଠିଲେ ଓ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ। Viz kapitolaଓଡିଆ ବାଇବେଲ23 ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ। Viz kapitola |