Online Bible

- Reklamy -




1 ଶାମୁୟେଲ 28:24 - ପବିତ୍ର ବାଇବଲ

24 ସେହି ସ୍ତ୍ରୀଲୋକଟାର ଏକ ସୁସ୍ଥସବଳ ବାଛୁରି ତା'ର ଗୃହରେ ଥିଲା। ସେ ତାଙ୍କୁ ମାରିଲା ଓ ଅଟା ନେଇ ଦଳିଲା ଓ ତାକୁ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା।

Viz kapitola kopírovat

ଓଡିଆ ବାଇବେଲ

24 ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।

Viz kapitola kopírovat




1 ଶାମୁୟେଲ 28:24

Následuj nás:

Reklamy


Reklamy