Online Bible

- Reklamy -

1 ଶାମୁୟେଲ 28:25 - ପବିତ୍ର ବାଇବଲ

25 ସେହି ସ୍ତ୍ରୀଲୋକଟି ଖାଦ୍ୟଦ୍ରବ୍ୟ ନେଇ ଶାଉଲ ଓ ତା'ର ଦାସମାନଙ୍କୁ ପରଷିଲା, ଶାଉଲ ଏବଂ ଦାସମାନେ ଖାଇଲେ। ସେହି ରାତ୍ରିରେ ସେମାନେ ସେ ସ୍ଥାନ ପରିତ୍ୟାଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।

Viz kapitola kopírovat

1 ଶାମୁୟେଲ 28:25

Následuj nás:

Reklamy

Reklamy