Online Bible

- Reklamy -




1 ଶାମୁୟେଲ 28:4 - ପବିତ୍ର ବାଇବଲ

4 ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିଲେ। ସେମାନେ ଶୂନେମରେ ତାଙ୍କର ସେନା ଛାଉଣି ପ୍ରସ୍ତୁତ କରୁଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟବାସୀଙ୍କୁ ଏକତ୍ରିତ କରି ଗି‌ଲ୍‌ବୋୟରେ ସେନା ଛାଉଣି ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲବୋୟରେ ଛାଉଣି ସ୍ଥାପନ କଲେ।

Viz kapitola kopírovat

ଓଡିଆ ବାଇବେଲ

4 ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।

Viz kapitola kopírovat




1 ଶାମୁୟେଲ 28:4

Následuj nás:

Reklamy


Reklamy