1 ଶାମୁୟେଲ 28:7 - ପବିତ୍ର ବାଇବଲ7 ତା'ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, “ମୋ’ ପାଇଁ ଏକ ସ୍ତ୍ରୀଲୋକ ଖୋଜ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହୋଇ ପାରିବ। ମୁଁ ତାକୁ ପଗ୍ଭରିବି ଯାହାସବୁ ଘଟିବାକୁ ଯାଉଛି।” ତାଙ୍କର ଦାସମାନେ ତାଙ୍କୁ କହିଲେ, “ଐନ ନଗରରେ ଏହିପରି ଏକ ସ୍ତ୍ରୀଲୋକ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି। Viz kapitolaଓଡିଆ ବାଇବେଲ7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।” Viz kapitola |