1 ଶାମୁୟେଲ 29:1 - ପବିତ୍ର ବାଇବଲ1 ପଲେଷ୍ଟୀୟମାନେ ସେମାନଙ୍କର ସୈନ୍ୟସାମନ୍ତଙ୍କ ସହିତ ଅଫେକରେ ଏକତ୍ରିତ ହେଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ଝରଣା ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମ; ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ1 ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ। Viz kapitola |