1 ଶାମୁୟେଲ 29:2 - ପବିତ୍ର ବାଇବଲ2 ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ। ଦାଉଦ ଏବଂ ତାଙ୍କର ସୈନ୍ୟମାନେ ଆଖୀଶ୍ ସହିତ ପଛେ ପଛେ ଆଗେଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ। Viz kapitolaଓଡିଆ ବାଇବେଲ2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ। Viz kapitola |