1 ଶାମୁୟେଲ 3:10 - ପବିତ୍ର ବାଇବଲ10 ଏହା ପରେ ସଦାପ୍ରଭୁ ଆସିଲେ ଏବଂ ସେଠାରେ ଛିଡ଼ା ହେଲେ, ଆଗ ଥର ପରି ସେ “ଶାମୁୟେଲ, ଶାମୁୟେଲ” ବୋଲି ଡାକିଲେ। ତା'ପରେ ଶାମୁୟେଲ ଉତ୍ତର ଦେଲେ, “ମୋତେ କୁହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି। Viz kapitolaଓଡିଆ ବାଇବେଲ10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।” Viz kapitola |