1 ଶାମୁୟେଲ 3:14 - ପବିତ୍ର ବାଇବଲ14 ମୁଁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ୱାରା ଶସ୍ୟ ନୈବେଦ୍ୟ ଉତ୍ସର୍ଗ ଦ୍ୱାରା କେବେ ପ୍ରାୟଶ୍ଚିତ ହେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ଵାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ। Viz kapitolaଓଡିଆ ବାଇବେଲ14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।” Viz kapitola |