1 ଶାମୁୟେଲ 3:17 - ପବିତ୍ର ବାଇବଲ17 ତା'ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ'ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼଠାରୁ ଗୁପ୍ତ କଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ। Viz kapitolaଓଡିଆ ବାଇବେଲ17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।” Viz kapitola |