1 ଶାମୁୟେଲ 3:9 - ପବିତ୍ର ବାଇବଲ9 ତେଣୁ ଏଲି ଶାମୁୟେଲକୁ କହିଲେ, “ଯାଇ ଶୁଅ, ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୁ, କହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେଣୁ ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୋ, କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ। Viz kapitolaଓଡିଆ ବାଇବେଲ9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ। Viz kapitola |