1 ଶାମୁୟେଲ 30:16 - ପବିତ୍ର ବାଇବଲ16 ସେହି ମିଶରୀୟ ଜଣକ ଦାଉଦଙ୍କୁ ସେମାନଙ୍କ ନିକଟକୁ ନେଇଗଲା। ଯେଉଁଠାରେ ସେମାନେ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ବସି ଖିଆପିଆ କରୁଥିଲେ। ସେମାନେ ପଲେଷ୍ଟୀୟମାନଙ୍କର ଓ ଯିହୁଦାରୁ ଲୁଣ୍ଠନ କରିଥିବା ବହୁତ ସାମଗ୍ରୀମାନ ଉପଭୋଗ କଲେ ଓ ସେଠାରେ ଉତ୍ସବ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଉତ୍ତାରେ ସେ ତାଙ୍କୁ ନେଇଯାʼନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି। Viz kapitolaଓଡିଆ ବାଇବେଲ16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି। Viz kapitola |